ଜୁନ ୨ରୁ ଖାତାଦେଖା

Accounts open from June 2

ଭୁବନେଶ୍ୱର : ଆସନ୍ତା ଜୁନ ମାସ ୨ ତାରିଖ ଠାରୁ ଯୁକ୍ତ ୨ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ ୨ଟି ପର୍ଯ୍ୟାୟରେ +୨ ଖାତା ମୂଲ୍ୟାୟନ ହେବ । ୨ରୁ ଜୁନ ୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବାକୁ ଥିବା ବେଳେ ଜୁନ ୧୩ରୁ ୨୨ ଯାଏଁ ୨ୟ ପର୍ଯ୍ୟାୟ ମୂଲ୍ୟାୟନ ହେବ ହୋଲି ସୂଚନା ଦିଆଯାଇଛି । ସେହିପରି ୬୪ କେନ୍ଦ୍ରରେ ଅଫଲାଇନ ଓ ୩୭ଟି କେନ୍ଦ୍ରରେ ଅନଲାଇନ ମୂଲ୍ୟାୟନ ହେବ ।