ହଳଦୀର ଲାଭଦାୟିକ ଗୁଣ ଜାଣନ୍ତୁ….

ଉଷୁମ ପାଣିରେ ଲେମ୍ବୁ ମିଶାଇ ପିଇବା ଦ୍ବାରା ଶରୀରର ଅତିରିକ୍ତ ଚର୍ବି କମ୍‌ ହୋଇଥାଏ ବୋଲି ଆମେ ସମେସ୍ତ ଜାଣନ୍ତି। ମାତ୍ର ଚର୍ବି ଖସାଇବାର ଏହା ଏକମାତ୍ର ଉପାୟ ନୁହେଁ। ଆହୁରି ବି ଅନେକ ଉପାୟ ରହିଛି।

ଯଦି ଆପଣ ଏହି ଉଷୁମ ପାଣୀ, ଲେମ୍ବୁ ମିଶ୍ରଣରେ ଟିକେ ହଳଦୀ ମିଶାଇ ପିଇବା ଆରମ୍ଭ କରିବେ, ତେବେ ଆପଣଙ୍କ ଶରୀରରେ ରହିଥିବା ଅନେକ ବଡ଼ ବଡ଼ ସମସ୍ୟାର ସମାଧାନ ଖୁବ୍‌ ସହଜରେ ହୋଇଯିବ ।

ଗୋଟିଏ ଗ୍ଲାସ୍‌ରେ ଅଧା ଲେମ୍ବୁ ଚିପୁଡ଼ି ସେଥିରେ ହଳଦୀ ଏବଂ ଉଷୁମ ପାଣି ମିଶାନ୍ତୁ । ଏହା ପରେ ସେଥିରେ ୧/୪ ଟି ଚାମଚ‌ ମହୁ ମିଶାନ୍ତୁ । ତାପରେ ଏହାକୁ ପିଅନ୍ତୁ । ହଳଦୀ ମସ୍ତିଷ୍କ ପାଇଁ ଲାଭଦାୟକ ହୋଇଥାଏ।

ସକାଳୁ ଉଠି ଆପଣମାନେ ହଳଦୀ, ଲେମ୍ବୁ ଏବଂ ମହୁକୁ ଉଷୁମ ପାଣିରେ ମିଶାଇ ପିଉଛନ୍ତି, ତେବେ ଆପଣଙ୍କ ମସ୍ତିଷ୍କ ଶାନ୍ତ ଏବଂ ସକ୍ରିୟ ହୋଇ ଯାଇଥାଏ ।