ଆଲୋ ଭେରାର ଉପକାରିତା ବିଷୟରେ ଜାଣନ୍ତୁ…

ଆଲୋ ଭେରା ବା ଘିକୁଆଁରି କେବଳ ସ୍ୱାସ୍ଥ୍ୟ ନୁହେଁ ତ୍ୱଚା ପାଇଁ ଏକ ବରଦାନ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କହିଥାନ୍ତି। ଏଥିରେ ଥିବା ଆଣ୍ଟି ବ୍ୟାକ୍ଟେରିଆଲ ଗୁଣ ତ୍ୱଚାରେ ବ୍ରଣ, ଦାଗ ପରି ଅନେକ ସମସ୍ୟାକୁ ଭଲ କରିଥାଏ।

ତେବେ ଏହାକୁ ଲଗାଇବାର ବିଧି ଆପଣଙ୍କୁ ଜଣାଥିବା ଆବଶ୍ୟକ। ଅଲଗା ସମସ୍ୟା ପାଇଁ ଆଲୋ ଭେରା ବ୍ୟବହାର କରାଯାଇଥାଏ। ସନବର୍ଣ୍ଣ, ମଶ୍ଚୁରାଇଜର, ଆଣ୍ଟି ଏଜିଙ୍ଗ ଜେଲ, ମେକଅପ ରିମୁଭର, ସ୍କ୍ରବ, ଆଇବ୍ରୋ ଜେଲ ଭାବରେ ଏହାକୁ ବ୍ୟବହାର କରାଯାଇଥାଏ।