ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ପଏଣ୍ଟ ଟେବୁଲ୍‌ ଶୀର୍ଷରେ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ : ଆସେସ ସିରିଜର ତୃତୀୟ ଟେଷ୍ଟରେ ଇଂଲଣ୍ଡକୁ ପରାସ୍ତ କରିବା ଏହି ସିରିଜରେ ଆଗୁଆ ରହିଛ । ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଅଷ୍ଟ୍ରେଲିଆ ୩-୦ରେ ଆଗୁଆ ରହିଛି । ତେବେ ଏହି ବିଜୟ ପରେ ଅଷ୍ଟ୍ରେଲିଆକୁ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ପଏଣ୍ଟ ଟେବୁଲ ଶୀର୍ଷରେ ପହଞ୍ôଚପାରିଛି । ଆଇସିସି ପକ୍ଷରୁ ଜାରି ହୋଇଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ପଏଣ୍ଟ ଟେବୁଲ୍‌ରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏକ ନମ୍ବରରେ ପହଞ୍ôଚଛି । ସେହିପରି ଶ୍ରୀଲଙ୍କା ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ପାକିସ୍ତାନ ତୃତୀୟ ସ୍ଥାନରେ ଓ ଭାରତ ଚତୁର୍ଥ ସ୍ଥାନରେ ରହିଛି ।