ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସାନ୍ତାଳୀ ଭାଷାର ଲିପି ‘ଅଲ ଚିକି’ ସୃଷ୍ଟି କରି ସେ ଦେଶ ଓ ବିଦେଶରେ ବିଶାଳ ସମ୍ପ୍ରଦାୟର ଭାଷା, ସାହିତ୍ୟ ଓ ଶିକ୍ଷାର ବିକାଶ କ୍ଷେତ୍ରରେ ନିଜର ଅମୂଲ୍ୟ ଅବଦାନ ରଖିଯାଇଛନ୍ତି ବୋଲି କହିଛନ୍ତି । ଏଥିସହ ସମଗ୍ର ସାନ୍ତାଳୀ ସମାଜକୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ସର୍ବାଙ୍ଗୀନ ଉନ୍ନତି କାମନା କରିଛନ୍ତି ।
Prev Post