ଗମ୍ଭୀରଙ୍କୁ କୋରନା

ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟର ତଥା ସାଂସଦ ଗୌତମ ଗମ୍ଭୀର କୋଭିଡ ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି । ଏନେଇ ଗୌତମ ଗମ୍ଭୀର ଟ୍ୱିଟ୍‌ ସୂଚନା ଦେଇଛନ୍ତି । ସେହିପରି ସେ କହିଛନ୍ତି ଯେ, ଯେଉଁମାନେ ମୋ ସହିତ ଯୋଗାଯୋଗରେ ଆସିଛନ୍ତି ସେମାନେ ନିଜର କୋଭିଡ ଟେଷ୍ଟ କରାନ୍ତୁ ।