ମାଳଦ୍ୱୀପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଡ. ମହମ୍ମଦ ମୁଇଜ୍ଜୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:
‘ମାଳଦ୍ୱୀପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ମୁଇଜ୍ଜୁଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା ।
ସମୟ ପରୀକ୍ଷିତ ଭାରତ-ମାଳଦ୍ୱୀପ ଦ୍ୱିପାକ୍ଷିକ ସମ୍ପର୍କ ମଜଭୁତ କରିବା ଏବଂ ଭାରତ ମହାସାଗରୀୟ ଅଞ୍ଚଳରେ ସାମଗ୍ରିକ ସହଯୋଗ ବଢ଼ାଇବା ପାଇଁ ଭାରତ ପ୍ରତିବଦ୍ଧ ।’