ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଆଣ୍ଡାମାନ-ନିକୋବର । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ସକାଳ ପ୍ରାୟ ସାଢେ ୫.୩୦ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ଥିଲା । ଏହି ଭୂକମ୍ପର କେନ୍ଦ୍ର ଦ୍ୱୀପର ଦକ୍ଷିଣ-ପୂର୍ବରେ ୧୬୫ କିଲୋମିଟର ଥିଲା । ଏନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଏହି ସୂଚନା ଦେଇଛିନ୍ତି ।