ନେପାଳରେ ଭୂମିକମ୍ପର ଝଟକା By Shaksi News On Oct 22, 2023 ନେପାଳରେ ଆଜି ସକାଳେ ଭୂକମ୍ପ ଅନଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରହିଥିଲା। ରାଜଧାନୀ କାଠମାଣ୍ଡୁଠାରୁ ପଶ୍ଚିମରେ ୫୫ କିଲୋମିଟର ଦୂରରେ ଥିବା ଧାଡ଼ିଙ୍ଗ ଥିଲା ଏହି ଭୂକମ୍ପର କେନ୍ଦ୍ରସ୍ଥଳ। Continue Reading Earthquake Share