ତୁର୍କୀରେ ଭୂମିକମ୍ପର ଝଟକା

ନୂଆଦିଲ୍ଲୀ: ପୁଣିଥରେ ତୁର୍କୀରେ ଭୂମିକମ୍ପ । ତୁର୍କୀ ଏବଂ ଜାପାନରେ ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ଦେଇଛି ୟୁରୋପୀୟ ଭୂମଧ୍ୟସାଗରୀୟ ସେସମୋଲୋଜି କେନ୍ଦ୍ର । ପୂର୍ବ ତୁର୍କୀରେ ରିକ୍ଟର ସ୍କେଲରେ ତୀବ୍ରତା ୫.୨ ଏବଂ ଜାପାନରେ ରିକ୍ଟର ସ୍କେଲରେ ତୀବ୍ରତା ୬.୦ ରେକର୍ଡ଼ କରାଯାଇଥିବା ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓ ସାଇନ୍ସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।