ଉତ୍ତରାଖଣ୍ଡରେ ଭୂମିକମ୍ପର ଝଟ୍କା By Shaksi News On Oct 16, 2023 ସୋମବାର ସକାଳୁ ଉତ୍ତରାଖଣ୍ଡର ପିଥୋରାଗଡରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ପିଥୋରଗଡ ଠାରୁ ୪୮ କିଲୋମିଟର ଦୂର ଉତ୍ତର-ପୁର୍ବରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪ ରେକର୍ଡ କରାଯାଇଛି । Continue Reading earth quick Share