ଉପହାର ନିଲାମ ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଲା By Shaksi News On Oct 10, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି ଯେ ପ୍ରଧାନମନ୍ତ୍ରୀ ଉପହାର ୨୦୨୨ ର ନିଲାମ ଚଳିତ ମାସର ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଆହୁରି ପଢ଼ନ୍ତୁ... ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା… Mar 21, 2026 ୬ଟି ପ୍ରକଳ୍ପକୁ ରାଜ୍ୟ ବନ୍ୟପ୍ରାଣୀ… Mar 21, 2026 ମାର୍ଚ୍ଚ ୨୫ରୁ ଶ୍ରୀମନ୍ଦିର… Mar 21, 2026 ଦୁଇମାସରେ ୧୩୪୬ କୋଟିର ଗଞ୍ଜେଇ ଜବତ Mar 21, 2026 ସଂସ୍କୃତି ମନ୍ତ୍ରଣାଳୟର ଏକ ଟୁଇଟ୍ର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି: “ବର୍ଷ ବର୍ଷ ଧରି ମୁଁ ପାଇଥିବା ଅନେକ ସ୍ୱତନ୍ତ୍ର ଉପହାର ଏହା ମଧ୍ୟର ରହିଛି । ଲୋକଙ୍କ ଇଚ୍ଛାକୁ ସମ୍ମାନ ଜଣାଇ, ଉପହାରଗୁଡିକର ନିଲାମ ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏଥିରେ ଅଂଶଗ୍ରହଣ କରନ୍ତୁ ।” Continue Reading #National-International#shaksinewsPM Modi 0 Share