ଉପହାର ନିଲାମ ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଲା By Shaksi News On Oct 10, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି ଯେ ପ୍ରଧାନମନ୍ତ୍ରୀ ଉପହାର ୨୦୨୨ ର ନିଲାମ ଚଳିତ ମାସର ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଆହୁରି ପଢ଼ନ୍ତୁ... ନାବାଳିକାଙ୍କୁ ଦୁଷ୍କର୍ମ Sep 18, 2026 ରୋହିତଙ୍କ ରେକର୍ଡ ଭାଙ୍ଗି ଇତିହାସ… Sep 18, 2026 କ୍ରିକେଟର ପୃଥ୍ୱୀ ଶ’ ଓ ଆକୃତି… Sep 18, 2026 ଡାର୍କ ଚକୋଲେଟ୍ ସ୍ୱାସ୍ଥ୍ୟ ପାଇଁ… Sep 18, 2026 ସଂସ୍କୃତି ମନ୍ତ୍ରଣାଳୟର ଏକ ଟୁଇଟ୍ର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି: “ବର୍ଷ ବର୍ଷ ଧରି ମୁଁ ପାଇଥିବା ଅନେକ ସ୍ୱତନ୍ତ୍ର ଉପହାର ଏହା ମଧ୍ୟର ରହିଛି । ଲୋକଙ୍କ ଇଚ୍ଛାକୁ ସମ୍ମାନ ଜଣାଇ, ଉପହାରଗୁଡିକର ନିଲାମ ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏଥିରେ ଅଂଶଗ୍ରହଣ କରନ୍ତୁ ।” Continue Reading #National-International#shaksinewsPM Modi 0 Share