ଗୀତା ପ୍ରେସର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପିଆଇବି, ଭୁବନେଶ୍ୱର : ଗୀତା ପ୍ରେସର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ଦେଶର ଐତିହ୍ୟକୁ ଦେଶ ତଥା ଦେଶ ବାହାରକୁ ନେବା ଦିଗରେ ଏହି ପ୍ରକାଶକର ୧୦୦ ବର୍ଷର ଯାତ୍ରାକୁ ଅବିଶ୍ୱନୀୟ ଏବଂ ଅବିସ୍ମରଣୀୟ ବୋଲି କହିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ କରିଛନ୍ତି:

‘ଅସୀମ ଶୁଭେଚ୍ଛା! ଦେଶର ଐତିହ୍ୟକୁ ନିଜ ପ୍ରକାଶନ ମାଧ୍ୟମରେ ଦେଶ ତଥା ଦେଶ ବାହାରକୁ ନେବା ଦିଗରେ ଗୀତା ପ୍ରେସର ୧୦୦ ବର୍ଷର ଯାତ୍ରା ଅବିଶ୍ୱନୀୟ ଏବଂ ଅବିସ୍ମରଣୀୟ’ ।