ଜମ୍ମୁ ଓ କଶ୍ମୀରରେ ଡାକ୍ତରୀ ଶିକ୍ଷାର ନୂଆ ଯୁଗକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା By Shaksi News On Nov 9, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ ଓ କଶ୍ମୀରରେ ଡାକ୍ତରୀ ଶିକ୍ଷାର ନୂଆ ଯୁଗକୁ ପ୍ରଶଂସା କରିଛନ୍ତି । ଜମ୍ମୁ ଓ କଶ୍ମୀରରେ ଚିକିତ୍ସା ଭିତ୍ତିଭୂମିକୁ ସୁଦୃଢ କରିବା ସହ ଯୁବପୀଢିଙ୍କ ସଶକ୍ତିକରଣ ପାଇଁ ୨୦ଟି ଜିଲ୍ଲା ସରକାରୀ ଡାକ୍ତରଖାନାରେ ୨୬୫ ଡିଏନବି ସ୍ନାତକୋତ୍ତର ସିଟ୍ ଖୋଲିବା ପାଇଁ ସରକାରଙ୍କ ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି । ଆହୁରି ପଢ଼ନ୍ତୁ... ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ… Nov 22, 2024 ପୁଲିସ ଆଖିରୁ ଖସିଗଲେ ୮ ଗୋରୁଚୋର Nov 22, 2024 ନଭେମ୍ବର ୨୪ରେ ତୃତୀୟ ପାଳି… Nov 21, 2024 ଓଡ଼ିଶାରେ ହାତୀ ଡାକ୍ତର ମରୁଡ଼ି Nov 21, 2024 କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟଙ୍କ ଏକ ଟ୍ୱିଟକୁ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି; “ଜମ୍ମୁ ଓ କଶ୍ମୀରରେ ଚିକିତ୍ସା ଭିତ୍ତିଭୂମି ସୁଦୃଢ କରିବା ସହ ଯୁବପୀଢିଙ୍କ ସଶକ୍ତିକରଣ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।” Continue Reading #National-International#shaksinewsPM hails new era of medical education in Jammu and Kashmir 0 Share