ଶହୀଦ ଦିବସରେ ପ୍ରଧାନମନ୍ତ୍ରୀ ଭଗବତ ସିଂ, ରାଜଗୁରୁ ଏବଂ ସୁଖଦେବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସହିଦ ଦିବସ ଅବସରରେ ମହାନ ସ୍ୱାଧୀନତା ସଂଗ୍ରାମୀ ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ଦେଶ ପାଇଁ ସେମାନଙ୍କ ସର୍ବୋଚ୍ଚ ବଳିଦାନକୁ ସମ୍ମାନ ଜଣାଇଛନ୍ତି ।

ନିଜ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଆଜି, ଆମ ଦେଶ ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବଙ୍କ ସର୍ବୋଚ୍ଚ ବଳିଦାନକୁ ମନେ ପକାଉଛି । ସ୍ୱାଧୀନତା ଏବଂ ନ୍ୟାୟ ପାଇଁ ସେମାନଙ୍କର ନିର୍ଭୀକ ପ୍ରୟାସ ଆମ ସମସ୍ତଙ୍କୁ ପ୍ରେରଣା ଦେଇ ଚାଲିଛି ।”