ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ….
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
X ରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:
“ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି।”