ମିଲାଦ-ଉନ୍- ନବୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ By Shaksi News On Oct 10, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଲାଦ-ଉନ-ନବୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଆହୁରି ପଢ଼ନ୍ତୁ... କସ୍ତୁରବା ଗାନ୍ଧୀ ବାଳିକା… Aug 4, 2026 ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫… Aug 4, 2026 ସ୍ୱାଧୀନତା ଦିବସ ପାଳନ ପାଇଁ… Aug 4, 2026 ମହାମହିମ ରାଷ୍ଟ୍ରପତିଙ୍କ ଦ୍ୱାରା… Aug 4, 2026 ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ମିଲାଦ-ଉନ-ନବୀରେ ସମସ୍ତଙ୍କୁ ଶୁଭେଚ୍ଛା । ଏହି ଅବସରରେ ଆମ ସମାଜରେ ଶାନ୍ତି, ଏକତା ଏବଂ କରୁଣାର ଆବେଗ ଆଗକୁ ବଢାଇବା । ଇଦ୍ ମୁବାରକ ।” Continue Reading #National-International#shaksinews 0 Share