ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ଦାତୋ’ ସେରି ଅନୱର ଇବ୍ରାହିମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ By Shaksi News On Nov 26, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଦାତୋ’ ସେରି ଅନୱର ଇବ୍ରାହିମଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଆହୁରି ପଢ଼ନ୍ତୁ... ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା… Mar 21, 2026 ୬ଟି ପ୍ରକଳ୍ପକୁ ରାଜ୍ୟ ବନ୍ୟପ୍ରାଣୀ… Mar 21, 2026 ମାର୍ଚ୍ଚ ୨୫ରୁ ଶ୍ରୀମନ୍ଦିର… Mar 21, 2026 ଦୁଇମାସରେ ୧୩୪୬ କୋଟିର ଗଞ୍ଜେଇ ଜବତ Mar 21, 2026 ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ ଦାତୋ’ ସେରି @anwaribrahim । ଭାରତ- ମାଲେସିଆ ବର୍ଦ୍ଧିତ ରଣନୈତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ଏକାଠି କାମ କରିବାକୁ ଆଶାବାଦୀ ।” Continue Reading #National-InternationalPM Modishaksinews 0 Share