ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ଦାତୋ’ ସେରି ଅନୱର ଇବ୍ରାହିମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ By Shaksi News On Nov 26, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଦାତୋ’ ସେରି ଅନୱର ଇବ୍ରାହିମଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଆହୁରି ପଢ଼ନ୍ତୁ... ନାବାଳିକାଙ୍କୁ ଦୁଷ୍କର୍ମ Sep 18, 2026 ରୋହିତଙ୍କ ରେକର୍ଡ ଭାଙ୍ଗି ଇତିହାସ… Sep 18, 2026 କ୍ରିକେଟର ପୃଥ୍ୱୀ ଶ’ ଓ ଆକୃତି… Sep 18, 2026 ଡାର୍କ ଚକୋଲେଟ୍ ସ୍ୱାସ୍ଥ୍ୟ ପାଇଁ… Sep 18, 2026 ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ ଦାତୋ’ ସେରି @anwaribrahim । ଭାରତ- ମାଲେସିଆ ବର୍ଦ୍ଧିତ ରଣନୈତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ଏକାଠି କାମ କରିବାକୁ ଆଶାବାଦୀ ।” Continue Reading #National-InternationalPM Modishaksinews 0 Share