ପଦ୍ମ ପୁରସ୍କାର ବିଜେତାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଦ୍ମ … By Shaksi News On Jan 28, 2023 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଦ୍ମ ପୁରସ୍କାରରେ ସମ୍ମାନିତ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଆହୁରି ପଢ଼ନ୍ତୁ... ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା… Mar 21, 2026 ୬ଟି ପ୍ରକଳ୍ପକୁ ରାଜ୍ୟ ବନ୍ୟପ୍ରାଣୀ… Mar 21, 2026 ମାର୍ଚ୍ଚ ୨୫ରୁ ଶ୍ରୀମନ୍ଦିର… Mar 21, 2026 ଦୁଇମାସରେ ୧୩୪୬ କୋଟିର ଗଞ୍ଜେଇ ଜବତ Mar 21, 2026 ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି; “ପଦ୍ମ ପୁରସ୍କାରରେ ସମ୍ମାନିତ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ । ଦେଶ ପ୍ରତି ସମୃଦ୍ଧ ଓ ବିବିଧ ଯୋଗଦାନ ସାଙ୍ଗକୁ ଆମର ବିକାଶ ପଥ ବ୍ୟାପକ କରିବାରେ ସେମାନଙ୍କ ଉଦ୍ୟମକୁ ଭାରତ ସମ୍ମାନ ଜଣାଉଛି । #PeoplesPadma” Continue Reading #National-International#shaksinewsPM Modi 0 Share