ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ By Shaksi News On Oct 19, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଆହୁରି ପଢ଼ନ୍ତୁ... ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା… Mar 21, 2026 ୬ଟି ପ୍ରକଳ୍ପକୁ ରାଜ୍ୟ ବନ୍ୟପ୍ରାଣୀ… Mar 21, 2026 ମାର୍ଚ୍ଚ ୨୫ରୁ ଶ୍ରୀମନ୍ଦିର… Mar 21, 2026 ଦୁଇମାସରେ ୧୩୪୬ କୋଟିର ଗଞ୍ଜେଇ ଜବତ Mar 21, 2026 ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି; “ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣା ପାଇଁ ଦୁଃଖିତ । ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି: ପ୍ରଧାନମନ୍ତ୍ରୀ ନରେନଦ୍ର ମୋଦୀ ।” Continue Reading #National-International#shaksinewsPIB Bhubaneswar 0 Share