ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ By Shaksi News On Oct 19, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଆହୁରି ପଢ଼ନ୍ତୁ... କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି… Aug 5, 2026 କସ୍ତୁରବା ଗାନ୍ଧୀ ବାଳିକା… Aug 4, 2026 ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫… Aug 4, 2026 ସ୍ୱାଧୀନତା ଦିବସ ପାଳନ ପାଇଁ… Aug 4, 2026 ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି; “ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣା ପାଇଁ ଦୁଃଖିତ । ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି: ପ୍ରଧାନମନ୍ତ୍ରୀ ନରେନଦ୍ର ମୋଦୀ ।” Continue Reading #National-International#shaksinewsPIB Bhubaneswar 0 Share