160×600
160×600

ସ୍ୱାଧୀନତା ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅମୃତ କାଳରେ ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ସଂକଳ୍ପକୁ ସୁଦୃଢ଼ କରିବାକୁ ସେ ଆହ୍ୱାନ ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

‘ଆପଣ ସମସ୍ତଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା । ଆସନ୍ତୁ ଏହି ଐତିହାସିକ ଅବସରରେ ଏକ ବିକଶିତ ଭାରତର ସଂକଳ୍ପକୁ ଆହୁରି ମଜଭୁତ କରିବା । ଜୟ ହିନ୍ଦ୍‌’ ।