୨୦୦୧ ସଂସଦ ଆକ୍ରମଣରେ ସହିଦମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି By Shaksi News On Dec 14, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୦୧ ସଂସଦ ଆକ୍ରମଣରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଆହୁରି ପଢ଼ନ୍ତୁ... ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା… Mar 21, 2026 ୬ଟି ପ୍ରକଳ୍ପକୁ ରାଜ୍ୟ ବନ୍ୟପ୍ରାଣୀ… Mar 21, 2026 ମାର୍ଚ୍ଚ ୨୫ରୁ ଶ୍ରୀମନ୍ଦିର… Mar 21, 2026 ଦୁଇମାସରେ ୧୩୪୬ କୋଟିର ଗଞ୍ଜେଇ ଜବତ Mar 21, 2026 ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “୨୦୦୧ ସଂସଦ ଆକ୍ରମଣରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ଆମେ କେବେ ବି ସେମାନଙ୍କ ସେବା, ବୀରତ୍ୱ ଓ ବଳିଦାନକୁ ଭୁଲି ପାରିବା ନାହିଁ ।” Continue Reading #National-International#shaksinewsPM Modi 0 Share