ପ୍ରିୟଙ୍କା ପୁଣି କୋଡିଭ ପଜିଟିଭ

ଦୁଇ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରିୟଙ୍କା ଗାନ୍ଧୀ କରୋନା ସଂକ୍ରମିତ ହୋଇଛନ୍ତି….

ନୂଆଦିଲ୍ଲୀ: ପୁଣି କରୋନାରେ ଆକ୍ରାନ୍ତ ହେଲେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି । ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛ । ଏନେଇ ସେ ସୂଚନା ଦେଇଛନ୍ତ । ସେ ଘରେ ନିଜକୁ ଆଇସୋଲେଟ କରି ରଖିଛନ୍ତି । ଦୁଇ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରିୟଙ୍କା ଗାନ୍ଧୀ କରୋନା ସଂକ୍ରମିତ ହୋଇଛନ୍ତି ।