ରାଜସ୍ଥାନର ଭରତପୁରରେ ସଡକ ଦୁର୍ଘଟଣା By Shaksi News On Sep 13, 2023 0 ନୂଆଦିଲ୍ଲୀ : ଜାତୀୟ ରାଜପଥ ଉପରେ ଭୟଙ୍କର ଦୁର୍ଘଟଣା ଘଟିଛି । ଯେଉଁଥିରେ ୧୧ଜଣଙ୍କ ଜୀବନ ଚାଲିଯାଇଛି । ୧୨ଜଣରୁ ଅଧିକ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି । Continue Reading #National-International#Shaksi Newsroad accident 0 Share