ରାଜସ୍ଥାନର ଭରତପୁରରେ ସଡକ ଦୁର୍ଘଟଣା

ନୂଆଦିଲ୍ଲୀ : ଜାତୀୟ ରାଜପଥ ଉପରେ ଭୟଙ୍କର ଦୁର୍ଘଟଣା ଘଟିଛି । ଯେଉଁଥିରେ ୧୧ଜଣଙ୍କ ଜୀବନ ଚାଲିଯାଇଛି । ୧୨ଜଣରୁ ଅଧିକ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି ।