ନୂଆଦିଲ୍ଲୀ(ଏସ୍ ନ୍ୟୁଜ): ଦେଶରେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। କିଛି ଦିନ ତୁଳନାରେ ଆଜି ୨୪ ଘଣ୍ଟାରେ ଆଉ ୧୮,୩୨୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ସଂଖ୍ୟା୧,୧୧,୯୨,୦୮୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୦୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭,୬୫୬ରେ ପହଞ୍ଚିଛି। ଦିନକରେ ୧୪,୨୩୪ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୮,୫୪,୧୨୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Next Post