ଶ୍ରୀ ସିଦ୍ଧେଶ୍ୱର ସ୍ୱାମୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ସିଦ୍ଧେଶ୍ୱର ସ୍ୱାମୀ ଜୀଙ୍କର…
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ପରମପୁଜ୍ୟ ଶ୍ରୀ ସିଦ୍ଧେଶ୍ୱର ସ୍ୱାମୀ ଜୀଙ୍କୁ ସମାଜ ପ୍ରତି ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ସ୍ମରଣ କରାଯିବ । ସେ ଅନ୍ୟମାନଙ୍କ ଉନ୍ନତି ପାଇଁ ଅକ୍ଲାନ୍ତ ପରିଶ୍ରମ କରିଥିଲେ ଏବଂ ତାଙ୍କର ପାଣ୍ଡିତ୍ୟ ପାଇଁ ମଧ୍ୟ ସମ୍ମାନିତ ହୋଇଥିଲେ । ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ତାଙ୍କର ଅଗଣିତ ଭକ୍ତଙ୍କ ସହ ଅଛି । ଓମ୍ ଶାନ୍ତି ।”