କୃଷକଙ୍କ ଜୀବନକୁ ସହଜ କରିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କହିଲେ ପ୍ରଧାନମନ୍ତ୍ରୀ
ଆମ ଚାଷୀ ଭାଇ-ଭଉଣୀଙ୍କ ଜୀବନକୁ ସହଜ କରିବା…
ପିଆଇବି, ଭୁବେନେଶ୍ଵର: ଭାରତ ସରକାର ନାନୋ ୟୁରିଆ ପରେ ନାନୋ ଡିଏପିକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହି ନିଷ୍ପତ୍ତି ଆମ ଚାଷୀ ଭାଇ ଓ ଭଉଣୀମାନଙ୍କ ଜୀବନକୁ ସହଜ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।
କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଆମ ଚାଷୀ ଭାଇ-ଭଉଣୀଙ୍କ ଜୀବନକୁ ସହଜ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।”