କୋଭିଡ କଟକଣାରେ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା

କୋଭିଡ କଟକଣାରେ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା । ଅନ୍ୟ ଦେଶରେ ସଂକ୍ରମଣ ବଢୁଥିବାରୁ ସତର୍କ ରହିବାକୁ ଗଣଶିକ୍ଷା ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ଛାତ୍ରଛାତ୍ରୀଙ୍କୁ ଅପିଲ କରିଛନ୍ତି ସମିର ଦାଶ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ପିଲାମାନଙ୍କୁ ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ସମୀର ଦାଶ କହିଛନ୍ତି ।