ମେ’ ୨୬ ରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ୱର: ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। । ସିଏଚଏସଇ ପକ୍ଷରୁ ପରୀକ୍ଷା ଫଳ ବାହାରିବା ନେଇ ସୂଚନା ମିଳିଛି । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ପିଲାମାନେ ସିଏଚ୍‌ଏସ୍‌ଇର ୱେବ୍‌ସାଇଟ୍‌ www.orissaresults.nic.in ମାଧ୍ୟମରେ ପରୀକ୍ଷା ଫଳ ଦେଖିପାରିବେ।