୩୧ରେ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ । ଏନେଇ ସିଏଚଏସିସି, ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ୩୧ ତାରିଖ କେବଳ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା ।