ରାଜ୍ୟରେ ଚିହ୍ନଟ ହେଲେ ୩,୪୫୦ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ସହ କମୁଛି ସଂକ୍ରମଣ ହାର । ଏବେ ଦୈନିକ ସଂକ୍ରମଣ ୪ ହଜାରକୁ ଖସି ଆସିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୩୬ ଜଣ ଅଛନ୍ତି। ସେହିପରି ୨,୦୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ବାକି ୧,୪୩୮ ଟି ହେଉଛି ଲୋକାଲ୍ କେସ୍‌।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୫ଜଣ, ବରଗଡ଼ ଜିଲ୍ଲାରୁ ୮୨ଜଣ, ଭଦ୍ରକ ଜିଲ୍ଲାରୁ ୫୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୩ଜଣ, ବୌଦ୍ଧ ଜିଲ୍ଲାରୁ ୫୩ଜଣ, କଟକ ଜିଲ୍ଲାରୁ ୨୦୨ଜଣ, ଦେଓଗଡ଼ ଜିଲ୍ଲାରୁ ୭୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫ଜଣ, ଗଜପତି ଜିଲ୍ଲାରୁ ୭୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୪ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୬୩ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୩୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୧୪ଜଣ, କୋରାପୁଟ ଜିଲ୍ଲାରୁ ୫୩ଜଣ, ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୯ଜଣ, ନୟାଗଡ଼ ଜିଲ୍ଲାରୁ ୧୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୮୧ଜଣ, ପୁରୀ ଜିଲ୍ଲାରୁ ୭୨ଜଣ, ରାୟଗଡ଼ା ଜିଲ୍ଲାରୁ ୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୧ଜଣ, ସୋନପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮୭ଜଣ, ଷ୍ଟେଟ ପୁଲ୍‌ରୁ ୧୪୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୫୭୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୭୭୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୦୯୩୧୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୭୪୫୫୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୫୭୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୭୭୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୦୯୩୧୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୭୪୫୫୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।