ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ବଢିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଭୁବନେଶ୍ୱର ଏବଂ ମାଲକାନଗିରିରେ ସର୍ବାଧିକ ୩୮ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୩ ଡ଼ିଗ୍ରୀ ରେକର୍ଡ଼ ହୋଇଛି।
ଆହୁରି ପଢ଼ନ୍ତୁ...