ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ବର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ସମୁଦ୍ର ପତ୍ତନଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି।