ଭୁବନେଶ୍ୱର: ସ୍କୁଲଗୁଡ଼ିକର ଗ୍ରୀଷ୍ମ ଛୁଟି ପରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର କାର୍ଯ୍ୟକୁ ନେଇ କ୍ଷେତ୍ରରେ କିଛି ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି । ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ସଂଶୋଧିତ ସୟ ସୀମା ଅନୁଯାୟୀ ଓ ପୂର୍ବରୁ ଜାରି ହୋଇଥିବା ଗ୍ରୀଷ୍ମ ପ୍ରବାହ ପ୍ରୋଟୋକଲ ପାଳନ କରି ପୂର୍ବପରି କାର୍ଯ୍ୟକ୍ଷମ ରହିବ ବୋଲି ସ୍ପଷ୍ଟ କରାଯାଉଛି ।
ଆହୁରି ପଢ଼ନ୍ତୁ...