୨୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୯ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ସମ୍ଭାବନା ନେଇ ଚେନ୍ନାଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।