ଭିଜିଲାନ୍ସ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ବାଲେଶ୍ବର ପୂର୍ତ୍ତ ଡିଭିଜନ-୨ ସହକାରୀ ନିର୍ବାହୀ ଯନ୍ତ୍ରୀ …

ବାଲେଶ୍ବର: ବାଲେଶ୍ବର ପୂର୍ତ୍ତ ଡିଭିଜନ-୨ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ ହୋଇଛନ୍ତି। ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ ସେନାପତି ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ ସେନାପତିଙ୍କୁ ଭିଜିଲାନ୍ସ ଗିରଫ କରିଛ। ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ ସେନାପତି ଆୟଠୁ ୫ଗୁଣା ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ଏସପିଙ୍କ ସୂଚନା ଦେଇଛନ୍ତି।