କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ

ଭୁବନେଶ୍ୱର : ଓଡ଼ିଶାର ରାଜଧାନୀରେ ଘଟିଛି ଏକ ଅଘଟଣା । ପ୍ରଥମେ ପୁଅ ଜନ୍ମ ହୋଇଛି କହି ପରେ ଝିଅ ଦେଇଥିବା ସାଂଘାତିକ ଅଭିଯୋଗ ଆଣିଛନ୍ତି ରାଜକନିକା ଅଞ୍ଚଳର ପ୍ରାଣକୃଷ୍ଣ ବିଶ୍ୱାଳ। ଏନେଇ ପ୍ରାଣକୃଷ୍ଣ କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିବା ସହ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ।