ମମିତା ମେହେରଙ୍କ ହତ୍ୟାକୁ ନେଇ ଆସନ୍ତାକାଲି ବଲାଙ୍ଗିର ବନ୍ଦ

ବଲାଙ୍ଗିର: କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେରଙ୍କ ହତ୍ୟାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି । ଘଟଣାକୁ ନେଇ ବିଜେପି ପକ୍ଷରୁ ଆସନ୍ତାକାଲି ବଲାଙ୍ଗିର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବଲାଙ୍ଗିର ଜିଲ୍ଲା ବନ୍ଦ ଡାକରା ଦିଆଯାଉଛି । ମହାଲିଙ୍ଗ ମିଷ୍ଟ୍ରି ଘଟଣାକୁ ନେଇ ବିଜେପି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି ।