ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଆଦିବାସୀ ତଥା ସାଧାରଣ ଜନତାଙ୍କ ହକ୍ ଓ ଅଧିକାରର ସୁରକ୍ଷା ପାଇଁ ତାଙ୍କର ଶୌର୍ଯ୍ୟପୂର୍ଣ୍ଣ ଲଢେଇ, ବ୍ରିଟିଶ ବିରୋଧରେ ସଶସ୍ତ୍ର ସଂଗ୍ରାମ, ତ୍ୟାଗ ଓ ନିଷ୍ଠାକୁ ମୁଖ୍ୟମନ୍ତ୍ରୀ ମନେ ପକାଇଛନ୍ତି ।