ବ୍ରଜରାଜନଗର ଉପନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା BJD

ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ପରେ ଆରମ୍ଭ ହୋଇଛି…

ଝାରସୁଗୁଡ଼ା: ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ପରେ ଆରମ୍ଭ ହୋଇଛି ରାଜନୀତି । ଏହାରି ମଧ୍ୟରେ ବ୍ରଜରାଜନଗର ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି । ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପନିର୍ବାଚନ ପାଇଁ ପ୍ରଚାର କରିବେ । ଏହା ସହ ବିଜେଡି ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନାଙ୍କ ନାଁ ମଧ୍ୟ ରହିଛି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି ।