ବାଲେଶ୍ୱର: ଭିଜିଲାନ୍ସ ଜାଲରେ ବାଲେଶ୍ବର ଜଳସମ୍ପଦ ବିଭାଗର କ୍ୟାସିୟର । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ଵର ଜିଲ୍ଲା ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର କ୍ୟାସିୟର । କ୍ୟାସିୟର ପ୍ରଦୀପ୍ତ ରାଉତ ଜଣେ ଠିକାଦାରଙ୍କ ସିକ୍ୟୁରିଟି ଟଙ୍କା ଫେରାଇବା ପାଇଁ ୫ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଫସିଥିଲେ।
ଆହୁରି ପଢ଼ନ୍ତୁ...