ଆଜି ଠାରୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ଵାଦଶ ବୋର୍ଡ ପରୀକ୍ଷା

ଶ୍ରେଣୀ ବୋର୍ଡ ପରୀକ୍ଷା। ସକାଳ ସାଢେ଼ ୧୦ଟାରୁ ଦିନ ….

ଭୁବେନେଶ୍ଵର: ଆଜି ଠାରୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା। ସକାଳ ସାଢେ଼ ୧୦ଟାରୁ ଦିନ ସାଢେ଼ ଗୋଟାଏ ଯାଏ ପରୀକ୍ଷା ହେବ। ପରୀକ୍ଷାର୍ଥୀ ମାନେ ୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବେ। ଦଶମ ପରୀକ୍ଷା ୨୧ ମାର୍ଚ୍ଚ ଯାଏ ଓ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୫ଯାଏ ଚାଲିବ। କୋଭିଡର ଦୁଇ ବର୍ଷ ପରେ ସ୍ୱାଭାବିକ ପରିସ୍ଥିତିରେ ପୂର୍ବ ପରି ଶତ ପ୍ରତିଶତ ସିଲାବସ୍ ରେ ପିଲାମାନେ ପରୀକ୍ଷା ଦେବେ।