୪ରୁ ସୁଦ୍ଧା ଲଘୁଚାପ ସମ୍ଭାବନା!

ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

ଭୁବନେଶ୍ୱର : ଉତ୍ତର ଓଡିଶା ଓ ତା’ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଆସନ୍ତା ୪ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।