ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି । ଆଜି ଗଭୀର ଅବପାତର ରୂପ ନେବ ଅବପାତ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗତ ୬ଘଣ୍ଟା ହେବ ୧୩ କିମି ବେଗରେ ଗତି କରୁଛି ।