ଉପରାଷ୍ଟ୍ରପତିଙ୍କ ଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ବର(ଏସ୍ ନ୍ଯୁଜ) ଉପରାଷ୍ଟ୍ରପତିଙ୍କ ସୁସ୍ଥ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍ କରି ଉପରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ ସହ ଦୀର୍ଘ ଜୀବନ କାମନା କରିଛନ୍ତି।

ସୂଚନାଯୋଗ୍ୟ ଯେ, ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କର କରୋନା ରିପୋର୍ଟ ପଜିଟିଭ ଆସିଥିଲା। ଏବେ ସେ ହୋମ କ୍ବାରେଣ୍ଟାଇନରେ ଅଛନ୍ତି।