କମିଲା ଗ୍ୟାସ୍ ସିଲିଣ୍ଡର ଦର

ଏଲପିଜି ସିଲିଣ୍ଡର ଦର ୧୦୦ ଟଙ୍କା ହ୍ରାସ ପାଇଛି । ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପଦକ୍ଷେପ ନେବା ପଛରେ ସରକାରଙ୍କ ଉଦ୍ଦେଶ୍ୟ ହେଉଛି ନାରୀ ଶକ୍ତିଙ୍କ ଜୀବନକୁ ସହଜ କରିବା ଏବଂ କୋଟି କୋଟି ପରିବାରର ଆର୍ଥିକ ବୋଛ ହ୍ରାସ କରିବା।